ଭୁବନେଶ୍ୱର: ହ୍ୟୁମାନ ସାଗର ମୃତ୍ୟୁକୁ ନେଇ ପାଟଣାଗଡ ଥାନାରେ ଲିଖିତ ଅଭିଯୋଗ । ମ୍ୟାନେଜର ଦିନେଶ ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ହୋଇଛି ଅଭିଯୋଗ । ଅଭିଯୋଗରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି । କୋଶଳ ମୁକ୍ତି ମୋର୍ଚ୍ଚା ସଂଗଠନ ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି ।