ଫୁଲୁଛି ତେଲ ନଦୀ,ବୁଡିଲା ବ୍ରିଜ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଦାମାହୁଦା ପଞ୍ଚାୟତ କୁମୁଳାବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ରବିବାର ସକାଳୁ ୫ ଫୁଟ ର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ କୁମୁଳାବାହାଳୀରୁ ଠାକୁରମୁଣ୍ଡା ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ତେଲ ନଦୀଦେଇ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ପୋଲ ଉପରେ ୫ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି । ଫଳରେ କେନ୍ଦୁଝର ଜିଲ୍ଲାର ସାହାରପଡା ବ୍ଲକରୁ … Continue reading ଫୁଲୁଛି ତେଲ ନଦୀ,ବୁଡିଲା ବ୍ରିଜ