ରାଜ୍ୟରେ ବଢ଼ିବାରେ ଲାଗିଛି ଶୀତର ପ୍ରକୋପ
ଭୁବନେଶ୍ୱର :ରାଜ୍ୟରେ ବଢ଼ିବାରେ ଲାଗିଛି ଶୀତର ପ୍ରକୋପ। ରାଜ୍ୟରେ ଆସନ୍ତା ୯ ତାରିଖ ଯାଏ ଘନ କୁହୁଡ଼ି ଦୃଶ୍ୟମାନ ହେବ । ୭ ଓ ୮ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କଟକ ଓ ଜଗତସିଂହପୁରରେ ଘନ କୁହୁଡ଼ି ଦେଖାଦେବ । ସେହିଭଳି ୯ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲୁଟେରାଙ୍କ … Continue reading ରାଜ୍ୟରେ ବଢ଼ିବାରେ ଲାଗିଛି ଶୀତର ପ୍ରକୋପ
Copy and paste this URL into your WordPress site to embed
Copy and paste this code into your site to embed