28.1 C
Bhubaneswar
Sunday, March 29, 2026
Homeଓଡିଶାରାଜ୍ୟରେ ଲାଗୁ ହେବ‘ପଞ୍ଚସଖା ଶିକ୍ଷା ସେତୁ’ ଯୋଜନା

ରାଜ୍ୟରେ ଲାଗୁ ହେବ‘ପଞ୍ଚସଖା ଶିକ୍ଷା ସେତୁ’ ଯୋଜନା

ଭୁବନେଶ୍ବର: ରାଜ୍ୟରେ ‘ପଞ୍ଚସଖା ଶିକ୍ଷା ସେତୁ’ ଯୋଜନା ଲାଗୁ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଏନେଇ ବିଜ୍ଞପତି ଜାରି ହୋଇଛି। ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ବଦଲାଇ ‘ପଞ୍ଚସଖା ଶିକ୍ଷା ସେତୁ ସଂଗଠନ’ ନାମରେ ନାମିତ କରାଯାଇଛି। ‘ମୋ ସ୍କୁଲ ଅଭିଯାନ’ ପରିଚାଳନା ସଂଗଠନର ସମସ୍ତ ଅଧିକାର ଏବଂ ପାଣ୍ଠି ଓ କର୍ମଚାରୀଙ୍କୁ ପଞ୍ଚସଖା ଶିକ୍ଷା ସେତୁ ସଂଗଠନକୁ ଆଇନ ଗତ ଭାବେ ହସ୍ତାନ୍ତର କରାଯିବ। ଏହି ସଂଗଠନର ମୁଖ୍ୟ ରହିବେ ମୁଖ୍ୟ ଶାସନ ସଚିବ। କମିଟିର ପରିଚାଳନା ପାଇଁ ଏକ କମିଟି ଗଠନ ହେବ। ଶିକ୍ଷାବିତ୍‌, ଜନ ପ୍ରତିନିଧି, ବୈଜ୍ଞାନିକ, ପ୍ରତିଷ୍ଠିତ ବ୍ୟକ୍ତି, କ୍ରୀଡ଼ା, ସାହିତ୍ୟ ଓ ସଂସ୍କୃତି ଏବେ ଚଳଚିତ୍ର କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିଙ୍କୁ ନେଇ ରାଜ୍ୟସ୍ତରୀୟ କମିଟି ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking