26.1 C
Bhubaneswar
Saturday, March 21, 2026
Homeଓଡିଶାହୁତୁ ହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବସ

ହୁତୁ ହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବସ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ରାମଭଦ୍ରପୁରମ ନିକଟରେ ବସରେ ଲାଗିଲା ନିଆଁ । ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ବସ । ଅଳ୍ପକେ ବର୍ତ୍ତିଲେ ସମସ୍ତ ଯାତ୍ରୀ । ବସରେ ଥିଲେ କଂଗ୍ରେସ ବିଧାୟକ ମଙ୍ଗୁ ଖିଲ । ସେ ସମ୍ପୁର୍ଣ୍ଣ ସୁରକ୍ଷିତ ଥିବା କହିଛନ୍ତି । ଅନ୍ୟ ଏକ ଯାତ୍ରୀବାହୀ ବସରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି । ଗତକାଲି ରାତିପ୍ରାୟ ୩ଟା ବେଳେ ଏହି ଅଘଟଣ ଘଟିଛି । ବସଟି ସମ୍ପୁର୍ଣ୍ଣ ଜଳି ଯାଇଛି । ଭୁବନେଶ୍ୱର ବରମୁଣ୍ଡା ବସ ଷ୍ଟାଣ୍ଡରୁ ନୀଳ କଣ୍ଠେଶ୍ୱର ବସ ମାଲକାନଗିରି ଅଭିମୁଖେ ଯାଉଥିବା ବେଳେ ଏହି ଅଘଟଣ ଘଟିଛି । ତେବେ ବସ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ପାଇଁ ସମସ୍ତଙ୍କ ଜୀବନ ବର୍ତ୍ତି ଯାଇଛି । ଅଘଟଣରୁ କିଭଳି ବର୍ତ୍ତିଲେ ତାହା କହିଛନ୍ତି, ମଙ୍ଗୁ ଖିଲ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking