29.1 C
Bhubaneswar
Sunday, May 19, 2024
Homeଓଡିଶାରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍

ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍

ଖମ୍ବଶିରିପାଲି : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ସୋନପୁର–ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଖମ୍ବଶିରିପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ୱରରୁ ପାଟଣାଗଡ ଅଭିମୁଖେ ଯାଉଥିଲା। ଖମ୍ବଶିରିପାଲି ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ପହଞ୍ଚି ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking