27.1 C
Bhubaneswar
Sunday, September 29, 2024
Homeଓଡିଶାରଥଯାତ୍ରାରେ ଯୋଗ ଦେବେ ରାଷ୍ଟ୍ରପତି

ରଥଯାତ୍ରାରେ ଯୋଗ ଦେବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଗାମୀ ଜୁଲାଇ ୬ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ ବୋଲି ଜଣାଯାଇଛି। ସେ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ଏହାପରେ ସେ ଜୁଲାଇ ୬ରୁ ୯ ତାରିଖ ମଧ୍ୟରେ ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ଏବେଠାରୁ ଆରମ୍ଭ ପ୍ରସ୍ତୁତି ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୯ ତାରିଖରେ ନାଇଜରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ବୋଲି ଜଣାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking