27.1 C
Bhubaneswar
Sunday, September 8, 2024
Homeଓଡିଶାବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି

ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ବିଶ୍ରାମ ନେବେ । ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି । ପାରାଦୀପରେ ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡ୍‌ରେ ସେନା ହେଲିକପ୍ଟର ମକ୍‌ଡ୍ରିଲ୍ କରିଛି । କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂ ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking