27.1 C
Bhubaneswar
Wednesday, July 30, 2025
Homeଓଡିଶାକମିଲା ଏଲପିଜି ସିଲିଣ୍ଡରର ଦାମ୍‌

କମିଲା ଏଲପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ: ଏଲପିଜି ସିଲିଣ୍ଡରର ଦାମ କମାଇଛନ୍ତି ତୈଳ କମ୍ପାନୀ। ମାର୍ଚ୍ଚ ଆରମ୍ଭରୁ ସବସିଡିଯୁକ୍ତ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡର ୫୩ ଟଙ୍କା ଶସ୍ତା ହୋଇଛି। ୧୯ କିଲୋଗ୍ରାମର କମର୍ସିଆଲ ସିଲିଣ୍ଡର ୮୪.୫୦ ଟଙ୍କା ଶସ୍ତା ହୋଇଛି। ରାଜଧାନୀ ଦିଲ୍ଲୀରେ ଏଲିପିଜି ଗ୍ୟାସର ଦାମ ୮୫୮.୫୦ ଟଙ୍କା ରହିଥିବା ବେଳେ ଆଜିଠାରୁ ଏହା ୮୦୫.୫୦ ଟଙ୍କାରେ ଉପଲବ୍ଧ ହେବ। କୋଲକାତାରେ ୮୩୯.୫୦ ପଇସା, ମୁମ୍ୱାଇରେ ୭୭୬.୫୦ ପଇସା ଓ ଚେନ୍ନାଇରେ ୮୨୬ ଟଙ୍କା ହୋଇଛି ସିଲିଣ୍ଡର ଦାମ।
https://onakhabar.com/2020/03/01/scb-critical-treatment/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking