ମହାରାଷ୍ଟ୍ର : କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ । ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ଛତ୍ରପତି ଶିବାଜୀଙ୍କ ମୂର୍ତ୍ତି ଭୁଶୁଡିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଜ ଛତ୍ରପତି ଶିବାଜୀ ଆମ ଦେବତା, ମୁଁ ମୋ ଆରାଧ୍ୟଙ୍କ ଚରଣରେ ମଥା ରଖି କ୍ଷମା ମାଗୁଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ମହାରାଷ୍ଟ୍ରର ପାଲଘରରେ ଏକ କାର୍ଯ୍ୟକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ମୁଁ ଏ ସ୍ଥାନରେ ପହଞ୍ଚିବା କ୍ଷଣି ଶିବାଜୀଙ୍କ ନିକଟରେ … Continue reading କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed