34.1 C
Bhubaneswar
Sunday, June 8, 2025
Homeଦେଶ ବିଦେଶତିରୁପତି ବାଲାଜୀଙ୍କ ଦର୍ଶନ କରି ଦେଶବାସୀଙ୍କ ପାଇଁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

ତିରୁପତି ବାଲାଜୀଙ୍କ ଦର୍ଶନ କରି ଦେଶବାସୀଙ୍କ ପାଇଁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସକାଳେ ତିରୁପତି ବାଲାଜୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ମନ୍ଦିର ଗସ୍ତର ଫଟୋ ମଧ୍ୟ ସୋସିଆଲ ମିଡିଆରେ ସେୟାର କରିଛନ୍ତି।

ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ସେ ତିରୁମାଲାସ୍ଥିତ ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ପୂଜାର୍ଚ୍ଚନା ସହ ପ୍ରାର୍ଥନା କରି ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking