31.1 C
Bhubaneswar
Friday, October 18, 2024
Homeଓଡିଶାମାର୍ଚ୍ଚ ୫ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

ମାର୍ଚ୍ଚ ୫ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଓଡ଼ିଶା ଆସିବେ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ପୁଣି ଓଡ଼ିଶା ଆସିବେ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବିଷୟରେ ସହ-ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking