20.1 C
Bhubaneswar
Thursday, February 12, 2026
Homeଓଡିଶା୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ସୋମବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ । ୧୭ ସୁଦ୍ଧା ଚୟନ ଯୋଗ୍ୟ ହତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ ବୋଲି ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking