ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସ୍ୱତନ୍ତ୍ର ଉତ୍ସବ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି କହିଲେ । ଖର୍ଚ୍ଚ କାଟ କରାଯାଉଛି । ପ୍ରଧାନମନ୍ତ୍ରୀ ଆସିଲେ ନିରାଡମ୍ବର ଉତ୍ସବ ସହ ପାଳନ ହେବ ।










