29.1 C
Bhubaneswar
Saturday, May 4, 2024
Homeଦେଶ ବିଦେଶରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତାକାଲି ବିଜ୍ଞାନ ଭବନରେ ଆୟୋଜିତ ହେବ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ଉତ୍ସବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ୧୧ଜଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରିବେ । ଅନ୍ୟପଟେ ଜାନୁଆରୀ ୨୪ ତାରିଖ ଦିନ ସମସ୍ତ ୧୧ଜଣ ପିଲାଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ନବସୃଜନ, ସାମାଜିକ ସେବା, ଏକାଡେମିକ୍, କ୍ରୀଡା, କଳା-ସଂସ୍କୃତି ଏବଂ ସାହସିକତା ବର୍ଗରେ ସଫଳତାକୁ ନେଇ ପିଲାମାନେ ଏହି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ।

ଦୁଷ୍କର୍ମକାରୀକୁ ହତ୍ୟା କଲେ ପୀଡ଼ିତା, ୭ ଦିନ ପରେ ଉଦ୍ଧାର ହେଲା ମୃତଦେହ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking