ଭକ୍ତଙ୍କୁ କ୍ଷୁଦ୍ର ଭିଡିଓ କରିବାକୁ ଅନୁରୋଧ କଲେ ରାମ ମନ୍ଦିର ଟ୍ରଷ୍ଟ

ଅଯୋଧ୍ୟା : ଉତ୍ସବମୁଖର ହୋଇ ଉଠିଲାଣି ସମଗ୍ର ଅଯୋଧ୍ୟା। ଚାରିଆଡ଼େ ଶୁଭୁଛି କେବଳ ରାମ ନାମ। ରାମ ଲୀଳାରେ ଉବୁଟୁବୁ ହେଉଛନ୍ତି ସମଗ୍ର ଦେଶବାସୀ। ପାଖେଇ ଆସିଲାଣି ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ । ଆସନ୍ତା ୨୨ରେ ଏହି ଭବ୍ୟ ସମାରୋହ ଅନୁଷ୍ଠିତ ହେବ । ଏହାର ୫ ଦିନ ପୂର୍ବରୁ ଅର୍ଥାତ ଆଜିଠୁ ଅଯୋଧ୍ୟାରେ ବିଭିନ୍ନ ଧାର୍ମିକ ରୀତିନୀତି ଆରମ୍ଭ ହେଉଛି। ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ଲାଗି ଆଜିଠୁ ଆରମ୍ଭ … Continue reading ଭକ୍ତଙ୍କୁ କ୍ଷୁଦ୍ର ଭିଡିଓ କରିବାକୁ ଅନୁରୋଧ କଲେ ରାମ ମନ୍ଦିର ଟ୍ରଷ୍ଟ