ମେ’ ଶେଷ ସପ୍ତାହରେ ବାହାରିବ ଯୁକ୍ତ୨ ପରୀକ୍ଷାଫଳ

ଭୁବନେଶ୍ବର : ମେ’ ଶେଷ ସପ୍ତାହରେ ବାହାରିବ ଯୁକ୍ତ୨ ପରୀକ୍ଷାଫଳ । ଗୋଟିଏ ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଫଳ ବାହାରିବ। କେଉଁ ଦିନ ବାହାରିବ ସେନେଇ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ଛାତ୍ରଛାତ୍ରୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଜୁନ୍‌ ପୂର୍ବରୁ ଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ପଦକ୍ଷେପ ନିଆଯାଇଛି। ପୂର୍ବରୁ ମେ’ ୧୫ ସୁଦ୍ଧା ଫଳ ପ୍ରକାଶ କରିବାକୁ ପରିଷଦ ଯୋଜନା କରିଥିଲେ ମଧ୍ୟ ତାହା … Continue reading ମେ’ ଶେଷ ସପ୍ତାହରେ ବାହାରିବ ଯୁକ୍ତ୨ ପରୀକ୍ଷାଫଳ