ଘରେ ପଶି କଳାକନା ବୁଲାଇଲେ ଲୁଟେରା

ଭୁବନେଶ୍ୱର: ଘରେ ପଶି କଳାକନା ବୁଲାଇଲେ ନାବାଳକ ଲୁଟେରା । ରାଜଧାନୀ ଭୁବନେଶ୍ୱରର ଗ୍ୟାରେଜ ଛକରେ ଏହି ଘଟଣା ଘଟିଛି । ଜଣେ ବ୍ୟକ୍ତିଙ୍କ ଘରେ ପଶି ନାବାଳକ ଲୁଟେରା ଗ୍ୟାଙ୍ଗ ଏଭଳି ଲୁଟ୍‌ପାଟ୍ କରିଥିବା ଅଭିଯୋଗ ହୋଇଛି। ସୁନା ଅଳଙ୍କାର ସମେତ ଅନ୍ୟାନ୍ୟ ଜିନିଷ ସବୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ନାବାଳକମାନେ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ବୋଲି କୁହାଯାଉଛି । ଚୋରି ବେଳେ ଏମାନଙ୍କୁ ଘର ମାଲିକ ଧରିଥିଲେ ମଧ୍ୟ ୮ ଲକ୍ଷ ଟଙ୍କାର … Continue reading ଘରେ ପଶି କଳାକନା ବୁଲାଇଲେ ଲୁଟେରା