24.1 C
Bhubaneswar
Tuesday, March 24, 2026
Homeଅପରାଧଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ସମ୍ବଲପୁର : ସମ୍ବଲପୁରରେ ଯୁବକଙ୍କୁ ହତ୍ୟା। ୪/୫ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ସମ୍ବଲପୁର ଟାଉନଥାନା ଅନ୍ତର୍ଗତ ଠେଲକୋପଡ଼ା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଛି।

କ’ଣ ପାଇଁ ଯୁବକଙ୍କୁ ହତ୍ୟା କରାଗଲା ତାହାର କାରଣ ଜଣାପଡ଼ିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି। ହତ୍ୟାକାଣ୍ଡ ପରେ ସମସ୍ତ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଧରିବାକୁ ପୁଲିସ ଉଦ୍ୟମ ଚଳାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking