30.1 C
Bhubaneswar
Tuesday, May 28, 2024
Homeଓଡିଶାଜାଗର ଯାତ୍ରା ପାଇଁ ସ୍ଥିର ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିନିର୍ଘଣ୍ଟ; ଜାଣନ୍ତୁ କାର୍ଯ୍ୟକ୍ରମ

ଜାଗର ଯାତ୍ରା ପାଇଁ ସ୍ଥିର ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିନିର୍ଘଣ୍ଟ; ଜାଣନ୍ତୁ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଫେବ୍ରୁଆରୀ ୧୮ ତାରିଖରେ ପାଳନ ହେବ ପବିତ୍ର ମହାଜାଗର । ଏଥିପାଇଁ ରାଜଧାନୀର ଲିଙ୍ଗରାଜ ମନ୍ଦିରରେ ଜାଗର ଯାତ୍ରା ପାଇଁ ନୀତିନର୍ଘଣ୍ଟ ସ୍ଥିର ହୋଇସାରିଛି । ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି । ଏହା ସହିତ ଅନ୍ୟ ପୂଜାବିଧି ପାଇଁ ମଧ୍ୟ ନୀତିନିର୍ଘଣ୍ଟ ସ୍ଥିର କରିଛନ୍ତି ମନ୍ଦିର ପ୍ରଶାସନ ।

ବର୍ତ୍ତିଗଲେ ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ; ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking