30.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗ୨୯ରୁ ବିଧାନସଭା ଅଧିବେଶନ

୨୯ରୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର: ସେପ୍ଟେମ୍ବର ୨୯ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୭ଅକ୍ଟୋବର ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ କିନ୍ତୁ ପ୍ରଶ୍ନକାଳ ରହିବନି । ରବିବାରରେ ମଧ୍ୟ ଗୃହକାର୍ଯ୍ୟ ଚାଲିବ । ବରିଷ୍ଠ ବିଧାୟକ ଭିଡ଼ିଓ କନଫରେନ୍ସିଂରେ ଗୃହରେ ଯୋଗଦେଇ ପାରିବେ ବୋଲି ସୂଚନା ମିଳିଛି । ମୌସୁମୀ ଅଧିବେଶନ ନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଗାନ୍ଧି ଜୟନ୍ତୀକୁ ଛାଡ଼ି ଅଧିବେଶନରେ ୮ଟି କାର୍ଯ୍ୟ ଦିବସ ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking