34.1 C
Bhubaneswar
Friday, September 20, 2024
Homeଓଡିଶାଜୟପୁରକୁ ଉଡ଼ିବ ଦ୍ବିତୀୟ ବିମାନ, ଆସନ୍ତା ୬ରୁ ଆରମ୍ଭ ହେବ ସେବା

ଜୟପୁରକୁ ଉଡ଼ିବ ଦ୍ବିତୀୟ ବିମାନ, ଆସନ୍ତା ୬ରୁ ଆରମ୍ଭ ହେବ ସେବା

କୋରାପୁଟ : ଜୟପୁର ବାସୀଙ୍କ ପାଇଁ ଖୁସି ଖବର। ଭୁବନେଶ୍ବରରୁ କୋରାପୁଟର ଜୟପୁରକୁ ଉଡ଼ିବ ଦ୍ବିତୀୟ ବିମାନ। ଆସନ୍ତା ୬ ତାରିଖରୁ ଦ୍ବିତୀୟ ବିମାନ ସେବା ଆରମ୍ଭ ହେବ। ସପ୍ତାହକୁ ୨ ଦିନ ସୋମବାର ଓ ଶୁକ୍ରବାର ଉଡ଼ିବ ବିମାନ। ‘ଇଣ୍ଡିଆ ୱାନ୍‌ ଏ’ ସଂସ୍ଥା ବିମାନ ସେବା ଯୋଗାଇବ। ଭୁବନେଶ୍ବରରୁ ସକାଳ ୭ଟା ୧୦ରେ ବାହାରି ଜୟପୁରରେ ୮.୪୫ରେ ପହଞ୍ଚିବ। ଜୟପୁରରୁ ସକାଳ ୯ଟାରେ ବାହାରି ଭୁବନେଶ୍ବରରେ ୧୦ଟା ୩୫ରେ ପହଞ୍ଚିବା ସୂଚନା ଜାରି ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking