ଶ୍ରାବଣ ମାସର ଦ୍ୱିତୀୟ ସୋମବାର, ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ

ଆଠଗଡ଼ : ପବିତ୍ର ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ। ବାବା ଧବଳେଶ୍ଵରଙ୍କ ପୀଠରେ ରାତ୍ର ୨ଟାରୁ ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ସ୍ଵତନ୍ତ୍ର ନୀତିକାନ୍ତି କରାଯାଇଛି। ଏହାପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ଵାରା ଫିଟା ଯାଇଥିଲା। ସୂଚନା ଅନୁଯାୟୀ, ବାବା ଧବଳେଶ୍ଵରଙ୍କ ପୀଠକୁ ସଂଯୋଗ କରୁଥିବା ସ୍ଥାୟୀ କଂକ୍ରିଟ ସେତୁ ଦେଇ ଜଳଲାଗି କରିଛନ୍ତି କାଉଡ଼ିଆ । ପ୍ରଶାସନ ପକ୍ଷରୁ ବ୍ୟାରିକେଟ ବ୍ୟବସ୍ଥା କରାଯିବା ସହ ଭିଡକୁ … Continue reading ଶ୍ରାବଣ ମାସର ଦ୍ୱିତୀୟ ସୋମବାର, ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ