30.1 C
Bhubaneswar
Thursday, February 5, 2026
Homeଓଡିଶାବିପଦ ସଂକେତ ଉପରେ ବୈତରଣୀ

ବିପଦ ସଂକେତ ଉପରେ ବୈତରଣୀ

କେଉଁଝର: ବଢୁଛି ବୈତରଣୀ । ଆଖୁଆପଦା ନିକଟରେ ବିପଦ ସଂକେତ ଉପରେ ପ୍ରଭାବିତ ହେଉଛି ବୈତରଣୀ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବିପଦ ସଂକେତ ଉପରେ ବନ୍ୟା ପାଣି ପ୍ରଭାବିତ ହେଉଛି । ବିପଦ ସଂକେତ ୧୮.୩୩ ମିଟର ଥିବା ବେଳେ ୧୮.୫୦ ମିଟର ଉପରେ ପ୍ରଭାବିତ ହେଉଛି ବନ୍ୟାପାଣି । ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କରାଯାଇ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking