25.1 C
Bhubaneswar
Saturday, March 21, 2026
Homeଓଡିଶାହବିଷ୍ୟାଳୀଙ୍କ ଗହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର

ହବିଷ୍ୟାଳୀଙ୍କ ଗହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର

ପୁରୀ: ଚାଲିଛି ପୁଣ୍ୟର ମାସ କାର୍ତ୍ତିକ ।  ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର। ଏକ ମାସ ଧରି ଚାଲିବାକୁ ଥିବା ବ୍ରତଧାରୀଙ୍କ ପୂଜା ରେ ଗୁଞ୍ଜରିତ ହେଉଛି ପବିତ୍ର ପୁରୀ ।ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର ରହିଥିବାରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ଶୈବ ପୀଠ ଗୁଡିକ ରେ ଭିଡ଼ ଦେଖିବାକୁ ମିଳିଛି ।  ଶ୍ରୀ ମନ୍ଦିରରେ ମହାପ୍ରଭୁ ଙ୍କ ବାଳଧୂପ ନୀତି ସହ ଚାଲିଛି କାର୍ତ୍ତିକ ମାସର ସ୍ବତନ୍ତ୍ର ନୀତିକାନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking