25.1 C
Bhubaneswar
Thursday, February 5, 2026
Homeଓଡିଶାନୂଆପଡାରେ ନୀରବ ଅବଧି ଆରମ୍ଭ

ନୂଆପଡାରେ ନୀରବ ଅବଧି ଆରମ୍ଭ

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ ଅପରାହ୍ନ ୪ଟାରୁ ନୀରବ ଅବଧି ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌, ଏସ୍‌. ଗୋପାଳନ । ସୂଚନା ଦେଇ କହିଛନ୍ତି ଯେ ଅନ୍ୟ ଜିଲ୍ଲାରୁ ଯେଉଁମାନେ ଯାଇଥିଲେ ନୂଆପଡା ଛାଡି ସାରିଲେଣି । ପୋଲିଂ ପାର୍ଟି କାଲି ବାହାରି ସନ୍ଧ୍ୟା ସୁଦ୍ଧା ପୋଲିଂ ବୁଥିରେ ପହଞ୍ଚିବେ । ୪୭ଟି ବୁଥ୍ ସମ୍ବେଦନଶୀଳ, ସୁରକ୍ଷା ବ୍ୟବସ୍ଥା ହୋଇଛି । ସବୁ ବୁଥ୍‌ରେ ପୋଲିସ ଓ କେନ୍ଦ୍ରୀୟ ସୁରକ୍ଷାବଳ ମୁତୟନ ରହିବେ । ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ନେଇ ଆଶାବାଦୀ । ଆସନ୍ତା ନଭେମ୍ବର ୧୧ରେ ମତଦାନ ଅନୁଷ୍ଠିତ ହେବ । ୧୪ ନଭେମ୍ବରରେ ଫଳାଫଳ ପ୍ରକାଶ ପାଇବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking