28.1 C
Bhubaneswar
Thursday, September 19, 2024
Homeଓଡିଶାଦୁଷ୍କର୍ମୀକୁ ୨୫ବର୍ଷ ଜେଲ୍ ଦଣ୍ଡାଦେଶ କଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ

ଦୁଷ୍କର୍ମୀକୁ ୨୫ବର୍ଷ ଜେଲ୍ ଦଣ୍ଡାଦେଶ କଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ

ଫୁଲବାଣୀ: ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୫ ବର୍ଷ ଜେଲ୍ । ଦୋଷୀ ବିଜୟ ନାୟକଙ୍କୁ ଦଣ୍ଡାଦେଶ କଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ପୀଡିତାଙ୍କୁ କ୍ଷତିପୂରଣ ବାବଦକୁ ୭ଲକ୍ଷ ଟଙ୍କା ଦେବାକୁ ନିର୍ଦ୍ଦେଶ । ୨୦୨୦ରେ ଜି ଉଦୟଗିରି ଥାନା ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟିଥିଲା ।

ଗୁରୁବାର ହେବ ମହାପ୍ରଭୁଙ୍କ ବନକଲାଗି ନୀତି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking