30.1 C
Bhubaneswar
Sunday, February 8, 2026
Homeଓଡିଶାଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା: ପୁଣି ଆତ୍ମାହୁତି ଉଦ୍ୟମ କରିଛନ୍ତି ଯୁବକ । ନିଜକୁ ଜାଳିଦେଲେ ଯୁବକ । ଏଭଳି ଏକ ଅଭାବନୀୟ ଘଟଣା ଖୋର୍ଧା ଜିଲ୍ଲା ବାଲିପାଟଣା ଅଞ୍ଚଳରେ ଘଟିଛି । ବାଲିପାଟଣା ଛକରେ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି । । ଯୁବକଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ଶରୀର ୮୦ରୁ ଅଧିକ ପ୍ରତିଶତ ପୋଡି ଯାଇଥିବା ସୂଚନା ମିଳିଛି । ପାରିବାରିକ କଳହ ଓ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଯୁବକ ଜଣଙ୍କ ଏଭଳି ଚରମ ନିଷ୍ପତ୍ତି ନେଇଥିବା ଜଣାପଡିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking