ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ଲୋକଙ୍କୁ ଆହ୍ୱାନ ଦେଲେ ଶ୍ରୀମନ୍ଦିର ପ୍ରଶାସନ
ପୁରୀ: ଶ୍ରୀମନ୍ଦିରକୁ ପଲିଥିନ୍ ଏବଂ ପ୍ଲାଷ୍ଟିକ ମୁକ୍ତ କରିବା ଦିଗରେ ଆଉ ଏକ ପଦକ୍ଷେପ । ମନ୍ଦିର ଭିତରକୁ ଫୁଲ ଏବଂ ଭୋଗ ଆଣିବା ବେଳେ ପଲିଥିନ୍ ଏବଂ ପ୍ଲାଷ୍ଟିକ ବ୍ୟବହାର ନକରିବାକୁ ଆହ୍ୱାନ କରିଛି ଶ୍ରୀମନ୍ଦିର ପ୍ରଶାସନ । ଚାଙ୍ଗୁଡିରେ ଫୁଲ ଏବଂ ଭୋଗ ଆଣିବାକୁ ସମସ୍ତ ନିଯୋଗ ଏବଂ ଶ୍ରଦ୍ଧାଳୁଙ୍କୁ ନିବେଦନ କରାଯାଇଛି । ସୁଆର ମହାସୁଆରଙ୍କୁ ପେପର ବ୍ୟାଗ, କପଡା ବ୍ୟାଗ, ବାଉଁଶରେ ତିଆରି ସାମଗ୍ରୀରେ ତିଆରି ହୋଇଥିବା ଚାଙ୍ଗୁଡି ବ୍ୟବହାର କରିବାକୁ … Continue reading ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ଲୋକଙ୍କୁ ଆହ୍ୱାନ ଦେଲେ ଶ୍ରୀମନ୍ଦିର ପ୍ରଶାସନ
Copy and paste this URL into your WordPress site to embed
Copy and paste this code into your site to embed