15.1 C
Bhubaneswar
Wednesday, December 10, 2025
Homeଅପରାଧବିଚ୍ ରାସ୍ତାରେ ଯୁବକଙ୍କୁ ଛୁରାମାଡ

ବିଚ୍ ରାସ୍ତାରେ ଯୁବକଙ୍କୁ ଛୁରାମାଡ

ବ୍ରହ୍ମପୁର : ବିଚ୍ ରାସ୍ତାରେ ଯୁବକଙ୍କୁ ଛୁରାମାଡ । ବ୍ରହ୍ମପୁର ଜିଲ୍ଲା ମଥୁରା- ସୋଲବନ୍ଧ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଏଥିରେ ଯୁବକ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସୂଚନା ଅନୁଯାୟୀ ମଥୁରା- ସୋଲବନ୍ଧ ଗାଁ ରାସ୍ତାରେ ଜଣେ ଯୁବକଙ୍କୁ ଅଟକାଇ କିଛି ଦୁର୍ବୃତ୍ତ ମୋବାଇଲ ଓ ଟଙ୍କା ମାଗିଥିଲେ । ଦେବାକୁ ମନା କରିବାରୁ ତାଙ୍କୁ ଛୁରାମାଡ କରି ଘଟଣାସ୍ଥଳରେ ଫେରାର ହୋଇଯାଇଥିଲେ ଦୁର୍ବୃତ୍ତ । ଯୁବକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ପୁଲିସ ଘଟଣାର ଯାଞ୍ଚ କରୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking