20.1 C
Bhubaneswar
Saturday, February 14, 2026
Homeଓଡିଶାଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ ବୈଠକ

ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୧୫ରେ ରାଜ୍ୟ କ୍ୟାବେିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ମିଳିଥିବା ସୂଚନା ଅନୁସାରେ, ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking