29.1 C
Bhubaneswar
Thursday, July 10, 2025
Homeଓଡିଶାଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ ବୈଠକ

ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୧୫ରେ ରାଜ୍ୟ କ୍ୟାବେିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ମିଳିଥିବା ସୂଚନା ଅନୁସାରେ, ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking