ଦୁଇଟି ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ଦୁଇଟି ସମବାୟ ବୋର୍ଡ ଭାଙ୍ଗିଛନ୍ତି । ଦୁର୍ନୀତି ଅଭିଯୋଗରେ ଏହାକୁ ଭାଙ୍ଗିଥିବା ଜଣାପଡ଼ିଛି । ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମ ଭାଙ୍ଗିଛନ୍ତି ସରକାର । ଏଣିକି ରାଜ୍ୟ ସରକାର ୨ଟି ବୋର୍ଡର ବ୍ୟାପାର ବୁଝାଶୁଝା କରିବେ । ଏନେଇ ସମବାୟ ସମିତି ରେଜିଷ୍ଟ୍ରାରଙ୍କ ପକ୍ଷରୁ ବୁଧବାର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, … Continue reading ଦୁଇଟି ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର