ମଙ୍କିପକ୍ସ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର: ମଙ୍କିପକ୍ସର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡ. ବିଜୟ ମହାପାତ୍ର କହିଛନ୍ତି । ସେ କହିଲେ ଯେ କଟକ ଏସସିବି ମେଡିକାଲରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସଂକ୍ରମଣ ରୋଗ ବିଭାଗରେ ଦୁଇଟି ବେଡ ସହ ୨ଟି ଆଇସୋଲେସନ କ୍ୟାବିନ ପ୍ରସୁତ ରହିଛି । ମେଡିସିନ ବିଭାଗ ଆଇସିୟୁରେ ୪ଟି ବେଡ୍ ବ୍ୟବସ୍ଥା କରାଯାଇଛି । ଏହାଛଡ଼ା କଟକ ଏସସିବି ମେଡିକାଲରେ ୨୪ ଘଣ୍ଟିଆ କଣ୍ଟ୍ରୋଲ … Continue reading ମଙ୍କିପକ୍ସ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ