20.1 C
Bhubaneswar
Monday, December 23, 2024
Homeଓଡିଶାଭୁବନେଶ୍ୱର୨୩ରେ ବାଂଲାଦେଶ ଛୁଇଁବ ବାତ୍ୟା

୨୩ରେ ବାଂଲାଦେଶ ଛୁଇଁବ ବାତ୍ୟା

ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ବାଂଲାଦେଶ ଛୁଇଁବ ବାତ୍ୟା । ୨୩ ତାରିଖ ସନ୍ଧ୍ୟାରେ ବାତ୍ୟା ଆକାରରେ ଏହା  ବାଂଲାଦେଶ ଉପକୂଳ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି  IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୧୯ ସୁଦ୍ଧା ତାହା ଆଣ୍ଡାମାନ ସାଗରରେ ଲୋ-ପ୍ରେସର ରୂପନେବ। କାଳକ୍ରମେ ଦିଗ ବଦଳାଇ ତାହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ୨୦ରେ ଅବପାତ ଓ ୨୧ରେ ବାତ୍ୟାର ରୂପ ନେବା ସମ୍ଭାବନା । ବାତ୍ୟା ଆକାରରେ ୨୩ ସଂଧ୍ୟାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking