କୁଲଦୀପ କୁମାରଙ୍କୁ ବିଜେତା ଘୋଷଣା କଲେ ସର୍ବୋଚ୍ଚ ଅଦାଲତ

ବ୍ୟୁରୋ : ଚଣ୍ଡିଗଡ଼ ମେୟର ନିର୍ବାଚନ ବିବାଦରେ ସୁପ୍ରିମକୋର୍ଟ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି। ଆପ ପକ୍ଷରୁ ମେୟର ନିର୍ବାଚନ ଲଢ଼ୁଥିବା  କୁଲଦୀପ କୁମାରଙ୍କୁ ସର୍ବୋଚ୍ଚ ଅଦାଲତ ବିଜେତା ଘୋଷଣା କରିଛନ୍ତି। ଜାନୁଆରୀ ଶେଷ ଭାଗରେ ହୋଇଥିବା ଚଣ୍ଡିଗଡ଼ ମେୟର ନିର୍ବାଚନରେ କୁଲଦୀପଙ୍କ ବିରୋଧରେ ବିଜେପି ମନୋଜ ସୋନକରଙ୍କୁ ପ୍ରାର୍ଥୀ କରିଥିଲା। ରିଟର୍ଣ୍ଣ ଅଫିସର ଅନୀଲ ମସିହ ଜାଣୁଶୁଣି ଆପ୍‌ର ୮ କାଉନସିଲରଙ୍କ ଭୋଟ ନାକଚ କରି ବିଜେପି ପ୍ରାର୍ଥୀଙ୍କୁ ମେୟର ଘୋଷଣା କରିଥିଲେ। ହେଲେ ସର୍ବୋଚ୍ଚ ଅଦାଲତ ଏହାର … Continue reading କୁଲଦୀପ କୁମାରଙ୍କୁ ବିଜେତା ଘୋଷଣା କଲେ ସର୍ବୋଚ୍ଚ ଅଦାଲତ