ସମ୍ବଲପୁର: ବୁର୍ଲା ଭିସୁଟ ଛାତ୍ରଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ପିସି ବ୍ରିଜ ତଳୁ ଉଦ୍ଧାର ହେଲା ଭିସୁଟ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ଅଞ୍ଜନେୟ ଦାଶ, ମେକାନିକାଲ ଇଞ୍ଜିନିୟରିଂ ଶେଷ ବର୍ଷର ଛାତ୍ର । ପୁଅର ମୃତ୍ୟୁ ଖବର ଶୁଣି ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।










