ଦୁଷ୍କର୍ମକାରୀକୁ ହତ୍ୟା କଲେ ପୀଡ଼ିତା, ୭ ଦିନ ପରେ ଉଦ୍ଧାର ହେଲା ମୃତଦେହ

ବାରିପଦା : ଦୁଷ୍କର୍ମକାରୀକୁ ପିଟିପିଟି ହତ୍ୟା କଲେ ପୀଡ଼ିତା। ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅନ୍ତର୍ଗତ ଗୁଞ୍ଜୁସାହି ଅଞ୍ଚଳରେ ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ମଙ୍ଗଲ ମୁର୍ମୁ। ସୂଚନାନୁଯାୟୀ, ବାରିପଦା ସଦର ଥାନା ଅନ୍ତର୍ଗତ ଗୁଞ୍ଜୁସାହି ଅଞ୍ଚଳର ମଙ୍ଗଲ ମୁର୍ମୁ ନିଶାଶକ୍ତ ଅବସ୍ଥାରେ ଗତ ୧୫ ତାରିଖ ରାତିରେ ସ୍ଥାନୀୟ ଜଣେ ମହିଳାଙ୍କୁ ଦୁଷ୍କର୍ମ କରିଥିଲେ। ଏହି ସମୟରେ ମହିଳା ଜଣଙ୍କ ଦୁଷ୍କର୍ମକାରୀକୁ ପିଟିପିଟି ହତ୍ୟା କରିଥିଲେ। ଘଟଣାର ୭ ଦିନ … Continue reading ଦୁଷ୍କର୍ମକାରୀକୁ ହତ୍ୟା କଲେ ପୀଡ଼ିତା, ୭ ଦିନ ପରେ ଉଦ୍ଧାର ହେଲା ମୃତଦେହ