24.1 C
Bhubaneswar
Sunday, October 20, 2024
Homeଓଡିଶାଜଗନ୍ନାଥ ମନ୍ଦିର ଆଗରେ ଧାରଣାରେ ବସିଲେ ଗ୍ରାମବାସୀ

ଜଗନ୍ନାଥ ମନ୍ଦିର ଆଗରେ ଧାରଣାରେ ବସିଲେ ଗ୍ରାମବାସୀ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଗାଁ ଠୁ ସହର ସବୁଠି ବୁଲୁଛି ଅର୍ପଣ ରଥ । ହେଲେ ଏହି ଅର୍ପଣ ରଥ ପରିକ୍ରମାକୁ ନେଇ ଏକ ବିବାଦ ସାମ୍ନାକୁ ଆସିଛି । ଯାହାର ପ୍ରତିବାଦରେ ଜଗନ୍ନାଥ ମନ୍ଦିର ଆଗରେ ଧାରଣାରେ ବସିଲେ ଗ୍ରାମବାସୀ ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ହୁମା ପଞ୍ଚାୟତରେ ।

ହୁମା ପଞ୍ଚାୟତର ଗଡ଼ହୁମାରେ ଥିବା ଶହ ଶହ ବର୍ଷର ଜଗନ୍ନାଥ ମନ୍ଦିରକୁ ଅପମାନ ଏବଂ ଅଣଦେଖା ନେଇ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଧାରଣ ଦେଲେ ଗ୍ରାମବାସୀ । ଗଡ଼ଜାତ ସମୟର ଜଗନ୍ନାଥ ମନ୍ଦିରକୁ ଅଣଦେଖା କରି ଅନ୍ୟ ଏକ ଜାଗାରେ ଅର୍ପଣ ରଥ ଉଦଘାଟନ ସହ ପରିକ୍ରମା କରିବାକୁ ନେଇ ଦେଖାଦେଇଛି ବିବାଦ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking