31.1 C
Bhubaneswar
Thursday, July 4, 2024
Homeଓଡିଶାହୀରାକୁଦର ସମୁଦାୟ ୨୨ଟି ଗେଟ୍‌ ଦେଇ ନିଷ୍କାସନ ହେଉଛି ଜଳ

ହୀରାକୁଦର ସମୁଦାୟ ୨୨ଟି ଗେଟ୍‌ ଦେଇ ନିଷ୍କାସନ ହେଉଛି ଜଳ

ସମ୍ବଲପୁର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ଗତକାଲି ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ ଖୋଲିଛି।  ବୁଧବାର ଅପରାହ୍ନ ୪ଟାରେ ହୀରାକୁଦର ୨ଟି ଗେଟ ଖୋଲାଯାଇଥିଲା । ରାତି ସାରା ଏହି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା । ଜଳସ୍ତର ଅଧିକ ରହିଥିବାରୁ ଗୁରୁବାର ଆଉ ୧୨ଟି ଗେଟ ଖୋଲାଯାଇଛି । ପୂର୍ବରୁ ମୋଟ ୨୦ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ କରାଯାଉଥିବାବେଳେ ଏବେ ପୁଣି ଖୋଲିଲା ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ |ଏବେ ମୋଟ ୨୨ଟି ଗେଟ ଦେଇ ଚାଲିଛି ଜଳ ନିଷ୍କାସନ |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking