ଟ୍ରମ୍ପଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ଆଉ ଜଣେ ଲେଖିକା

ଓ୍ବାଶିଂଟନ: ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେଉଛନ୍ତି ଆମେରିକାରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଦିନକୁ ଦିନ ବଢିବାରେ ଲାଗିଛି ଅପରାଧିକ ମାମଲା । ପର୍ଣ୍ଣ ଷ୍ଟାର ଷ୍ଟର୍ମି ଡାନିଏଲ ମାମଲାରେ ଟ୍ରମ୍ପଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଥିବା ବେଳେ ଏବେ ଆଉ ଜଣ ଲେଖିକା ତାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି । ଆମେରିକା ଅଦାଲତରେ ଜଣେ ଲେଖିକା ଟ୍ରମ୍ପଙ୍କ ବିରୋଧରେ ଅଭିଯୋଗ କରି କହିଛନ୍ତି, “ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କୁ … Continue reading ଟ୍ରମ୍ପଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ଆଉ ଜଣେ ଲେଖିକା