26.1 C
Bhubaneswar
Monday, October 7, 2024
Homeଓଡିଶାମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଜଳୁଥିବା ବେଳେ ଉଦ୍ଧାର କଲେ ସ୍ଥାନୀୟ ବାସିନ୍ଦା

ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଜଳୁଥିବା ବେଳେ ଉଦ୍ଧାର କଲେ ସ୍ଥାନୀୟ ବାସିନ୍ଦା

ଗଞ୍ଜାମ : ଜଣେ ଆତ୍ମହତ୍ୟା କରୁଥିବା ମହିଳାଙ୍କୁ ଉଦ୍ଧାର କଲେ ସ୍ଥାନୀୟ ଲୋକେ । ଏପରି ଅଘଟଣ ଘଟିଛି କୁକୁଡାଖଣ୍ଡି ବ୍ଲକ ସମ୍ମୁଖରେ । ମହିଳା ଜଣକ ଶରୀରରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ । ଜଳୁଥିବା ବେଳେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ବାସିନ୍ଦା । ମହିଳାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ମହିଳା ଜଣଙ୍କ କେଉଁଥି ପାଇଁ ଆତ୍ମହତ୍ୟା ଉଦ୍ୟମ କଲେ ତାହା ଜଣାପଡିନାହିଁ । ମହିଳା ଜଣକ କୁକୁଡାଖଣ୍ଡି ଅଞ୍ଚଳର ହୋଇଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking