ପୁରୁଷଙ୍କଠୁ ମାଡ଼ ଖାଇବା ପାଇଁ ଭିକ ମାଗିଥାନ୍ତି ଏହି ଦେଶର ମହିଳା ମାନେ…….
ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ସ୍ଥାନରେ ଆଜି ବି ଅଜବଗଜବ ପରମ୍ପରା ରହିଛି । ବିଜ୍ଞାନ ଯେତେ ଆଗକୁ ଦୌଡ଼ୁଥିଲେ ମଧ୍ୟ ପରମ୍ପରା ଉପରେ କୌଣସି ପ୍ରଭାବ ପକାଇପାରିନି। ଯେତେବେଳେକି ଲୋକେ ଚନ୍ଦ୍ରରେ ଘର କରିବାକୁ ପ୍ରସ୍ତୁତ ହେଲେଣି, ସେହି ପିଢ଼ିରେ କିଛି ଲୋକ ପରମ୍ପରା ନାଁରେ ବିବାହ ପାଇଁ ରକ୍ତାକ୍ତ ହେଉଛନ୍ତି ତ ଆଉ କେଉଁଠି ପୁରୁଷତ୍ୱ ପ୍ରମାଣ କରିବାକୁ ପଶୁର ରକ୍ତ ମଧ୍ୟ ପିଉଛନ୍ତି। ଆଜି ଆମେ ଏପରି ଆଫ୍ରିକାନ ଜନଜାତି ବାବଦରେ କହିବୁ, ଯେଉଁଠାରେ ମହିଳାମାନେ … Continue reading ପୁରୁଷଙ୍କଠୁ ମାଡ଼ ଖାଇବା ପାଇଁ ଭିକ ମାଗିଥାନ୍ତି ଏହି ଦେଶର ମହିଳା ମାନେ…….
Copy and paste this URL into your WordPress site to embed
Copy and paste this code into your site to embed