ପୁରୁଷଙ୍କଠୁ ମାଡ଼ ଖାଇବା ପାଇଁ ଭିକ ମାଗିଥାନ୍ତି ଏହି ଦେଶର ମହିଳା ମାନେ…….

ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ସ୍ଥାନରେ ଆଜି ବି ଅଜବଗଜବ ପରମ୍ପରା ରହିଛି । ବିଜ୍ଞାନ ଯେତେ ଆଗକୁ ଦୌଡ଼ୁଥିଲେ ମଧ୍ୟ ପରମ୍ପରା ଉପରେ କୌଣସି ପ୍ରଭାବ ପକାଇପାରିନି। ଯେତେବେଳେକି ଲୋକେ ଚନ୍ଦ୍ରରେ ଘର କରିବାକୁ ପ୍ରସ୍ତୁତ ହେଲେଣି, ସେହି ପିଢ଼ିରେ କିଛି ଲୋକ ପରମ୍ପରା ନାଁରେ ବିବାହ ପାଇଁ ରକ୍ତାକ୍ତ ହେଉଛନ୍ତି ତ ଆଉ କେଉଁଠି ପୁରୁଷତ୍ୱ ପ୍ରମାଣ କରିବାକୁ ପଶୁର ରକ୍ତ ମଧ୍ୟ ପିଉଛନ୍ତି। ଆଜି ଆମେ ଏପରି ଆଫ୍ରିକାନ ଜନଜାତି ବାବଦରେ କହିବୁ, ଯେଉଁଠାରେ ମହିଳାମାନେ … Continue reading ପୁରୁଷଙ୍କଠୁ ମାଡ଼ ଖାଇବା ପାଇଁ ଭିକ ମାଗିଥାନ୍ତି ଏହି ଦେଶର ମହିଳା ମାନେ…….