ଭୁବନେଶ୍ୱର: ବ୍ୟବହାର ହେବନି ହରିଜନ ଶବ୍ଦ । ଏନେଇ ଏସଟି/ ଏସସି ଉନ୍ନୟନ ବିଭାଗ ପକ୍ଷରୁ ଚିଠି ଦିଆଯାଇଛି । ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖାଗଲା । ସରକାରୀ ଓ ବେସରକାରୀ ଅନୁଷ୍ଠାନକୁ ଚିଠି ଦିଆଯାଇଛି । ସମସ୍ତ ଶିକ୍ଷାନୁଷ୍ଠାନକୁ ଚିଠି ଲେଖାଗଲା । ଜାତି ପ୍ରମାଣ ପତ୍ରରେ ବି ରହିବନି ଶବ୍ଦ । କେବଳ ଅନୁସୂଚିତ ବ୍ୟବହାର ନାଁ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରେକର୍ଡ ପତ୍ରରେ ଅନୁସୂଚିତ ଜାତି ଉଲ୍ଲେଖ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।










