20.1 C
Bhubaneswar
Thursday, February 12, 2026
Homeଓଡିଶାକୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି

କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି

ବରଗଡ଼ : ଐତିହାସିକ ବରଗଡ଼ ଧନୁଯାତ୍ରା-୨୦୨୫ ହେବ ଆହୁରି ଲୋକପ୍ରିୟ। ଏହି ପାରମ୍ପରିକ ମହାକୁମ୍ଭର ପ୍ରଚାର ପ୍ରସାର, କଳାକାରମାନଙ୍କ ସମ୍ମାନ ସହ ଏହାକୁ ଆହୁରି ଭବ୍ୟ କରିବା ପାଇଁ ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି। ଏହି ରାଶି ୧୦ ଲକ୍ଷରୁ ବଢ଼ାଇ କୋଟିଏ କରିବା ସହ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ। ଧନୁଯାତ୍ରାକୁ UNESCO ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ବିଶେଷଜ୍ଞ କମିଟି ଗଠନ କରାଯିବ। ଧନୁଯାତ୍ରା ସମ୍ପର୍କିତ ସମସ୍ତ ତଥ୍ୟ ପ୍ରଦାନ ପାଇଁ ସମର୍ପିତ ୱେବସାଇଟ୍‌ ନିର୍ମାଣ କରାଯିବ। LED ପରଦା ମାଧ୍ୟମରେ ପ୍ରଥମର ଥର ପାଇଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ଧନୁଯାତ୍ରାର ସିଧାପ୍ରସାରଣ କରାଯିବ। ପୂର୍ବ ବର୍ଷମାନଙ୍କରେ ଧନୁଯାତ୍ରାରେ ଅଂଶଗ୍ରହଣ କରିଥିବା କଳାକାର ଓ ସେମାନଙ୍କ ପରିବାର ବର୍ଗଙ୍କୁ ସମ୍ମାନ ଏବଂ ସମ୍ୱର୍ଦ୍ଧନା କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking