25.1 C
Bhubaneswar
Wednesday, March 25, 2026
Homeଓଡିଶାନଦୀରେ ଭାସିଗଲେ ଯୁବକ

ନଦୀରେ ଭାସିଗଲେ ଯୁବକ

ଜଗତସିଂହପୁର : ନଦୀରେ ଭାସିଗଲେ ଯୁବକ । ଦେବୀ ନଦୀରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଛନ୍ତି। ଜଗତସିଂହପୁର ଜିଲ୍ଲା ମାଛଗାଁ ନିକଟରେ ଏପରି ଅଘଟଣ ଘଟିଛି । ଯୁବକ ଜଣଙ୍କ ନଦୀରେ ଭାସି ଯାଉଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି। ନିଖୋଜ ଯୁବକଙ୍କର ପରିଚୟ ଜଣାପଡ଼ି ନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking