ବୀରମହାରାଜପୁର ଜଗନ୍ନାଥ ମନ୍ଦିରରୁ ଚୋରି : ତାଲା ଭାଙ୍ଗି ହୁଣ୍ଡି ଟେକି ନେଲେ ଦୁର୍ବୁତ୍ତ

ସୁବର୍ଣ୍ଣପୁର : ଦିନକୁ ଦିନ ବଢିଚାଲିଛି ଚୋରୀ , ଲୁଟପାଟ୍ ଭଳି ଅପରାଧିକ କାର୍ଯ୍ୟାକଳାପ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଜଗନ୍ନାଥ ମନ୍ଦିରରେ  । ମନ୍ଦିରର ମୁଖ୍ୟ ଦ୍ବାରାର ତାଲା କାଟି  ଦୁଇ ହୁଣ୍ଡି ଚୋରି କରିନେଇଛନ୍ତି ଦୁର୍ବୁତ୍ତ । ଏ ନେଇ ମନ୍ଦିର କମିଟି ତରଫରୁ ଥାନାରେ ମାମଲା ରୁଜୁ ହୋଇଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି ।  ସୂଚନା ମୂତାବକ  ଗତକାଲି ରାତିରେ ମନ୍ଦିର ପୂଜନ ମନ୍ଦିରରେ … Continue reading ବୀରମହାରାଜପୁର ଜଗନ୍ନାଥ ମନ୍ଦିରରୁ ଚୋରି : ତାଲା ଭାଙ୍ଗି ହୁଣ୍ଡି ଟେକି ନେଲେ ଦୁର୍ବୁତ୍ତ