ମହାନଦୀକୁ ହତ୍ୟା ଷଡଯନ୍ତ୍ର ଚାଲିଛି: ପ୍ରସନ୍ନ
ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗରେ ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଟାର୍ଗେଟ । ମହାନଦୀ ସଙ୍କଟର ସମାଧାନ କେବେ ବୋଲି ପ୍ରଶ୍ନ କରିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି ଯେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, ଆପୋସ ସମାଧାନ ପାଇଁ ସର୍ତ୍ତାବଳୀ କଣ ରହିବ । ଏହା ସହ ସରକାର ମହାନଦୀ ଟ୍ରିବ୍ୟୁନାଲରୁ ଓହରି ଯିବେନି ତ ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି । ସେ ଆହୁରି କହିଛନ୍ତି ଯେ କିଛି ବର୍ଷ ହେଲା ମହାନଦୀକୁ ହତ୍ୟା କରିବାକୁ … Continue reading ମହାନଦୀକୁ ହତ୍ୟା ଷଡଯନ୍ତ୍ର ଚାଲିଛି: ପ୍ରସନ୍ନ
Copy and paste this URL into your WordPress site to embed
Copy and paste this code into your site to embed