32.1 C
Bhubaneswar
Sunday, May 4, 2025
Homeଓଡିଶାସମ୍ପୂର୍ଣ୍ଣ ନିଶା ନିବାରଣ ପ୍ରସ୍ତାବ ନାହିଁ

ସମ୍ପୂର୍ଣ୍ଣ ନିଶା ନିବାରଣ ପ୍ରସ୍ତାବ ନାହିଁ

ଭୁବନେଶ୍ୱର: ରାଜ୍ୟରେ ଏବେ ସମ୍ପୂର୍ଣ୍ଣ ନିଶା ନିବାରଣ ପ୍ରସ୍ତାବ ନାହିଁ । ଏନେଇ ରାଜ୍ୟ ସରକାରଙ୍କ କୌଣସି ପ୍ରସ୍ତାବ ନଥିବା ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ଆଜି ବିଧାନସଭାରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନରେ ମନ୍ତ୍ରୀ ଏହା କହିଛନ୍ତି । ସେ କହିଛନ୍ତି ଯେ ମଦ୍ୟପମାନଙ୍କୁ ପଞ୍ଜୀକରଣ କରି ବୀମାଭୁକ୍ତ କରିବାର ବ୍ୟବସ୍ଥା ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking